କିପରି କଟିବ ଆଜି ଆପଣଙ୍କ ଦିନ: ୩୦/୦୯/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ମାନସମ୍ମାନରେ ବୃଦ୍ଧି ହେବ। ଶ୍ଵଶୁର ଘର ପକ୍ଷରୁ ସୁଖଦ ସମାଚାର ମିଳିପାରେ। ସରକାରୀ ଚାକିରୀରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ପଦୋନ୍ନତୀ ପ୍ରାପ୍ତ ହୋଇପାରେ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। ଧନ ସମ୍ବନ୍ଧିତ କିଛି ସମସ୍ୟା ଉତ୍ପନ୍ନ ହୋଇପାରେ। କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମରେ ଆପଣ ଯୋଗଦାନ କରି ପାରନ୍ତି। ଶତ୍ରୁ ମାନଙ୍କ ଉପରେ ବିଜୟ ପ୍ରାପ୍ତ କରି ପାରନ୍ତି।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ହେବେ। ଆପଣଙ୍କୁ ନିଜ ବଜେଟ ହିସାବରେ ଖର୍ଚ୍ଚ କରିବା ଆବଶ୍ୟକ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆଜି ଆପଣ ଅଧିକ ଉତ୍ସାହିତ ରହିବେ। ଯଦି ଆପଣ କାହାଠାରୁ ଟଙ୍କା ଋଣରେ ଆଣିଛନ୍ତି, ତାହେଲେ ଋଣ ପରିଶୋଧ କରନ୍ତୁ। ବିଦେଶରେ ରହିଥିବା ସମ୍ପର୍କୀୟଙ୍କ ସହିତ ଉତ୍ତମ ସମ୍ପର୍କ ସ୍ଥାପନ ହେବ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ ଅତିବାହିତ କରି ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ଆପଣ ଅଧିକ ପ୍ରସନ୍ନ ରହି ପାରନ୍ତି। ବ୍ୟାପାର କ୍ଷେତ୍ରରେ ଲାଭବାନ ପାଇବେ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଟଙ୍କାପଇସା ମାମଲାରେ ସତର୍କ ରହିବା ଆବଶ୍ୟକ।କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଉପରେ ଅଧିକ କାର୍ଯ୍ୟ ଚାପ ବଢିପାରେ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ନିଜ ପିତାମାତାଙ୍କ ସହିତ ଧାର୍ମିକ ସ୍ଥାନକୁ ଯାତ୍ରା କରି ପାରନ୍ତି। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। ଚାକିରି କ୍ଷେତ୍ରରେ ଆପଣଙ୍କୁ ପଦୋନ୍ନତୀ ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି।

ବିଛା:.ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ଅଯଥା ଚିନ୍ତିତ ରୁହନ୍ତୁ ନାହିଁ।ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ। ଆପଣଙ୍କୁ ନିଜ ଚିନ୍ତାଧାରା ସକାରାତ୍ମକ ରଖିବା ଆବଶ୍ୟକ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣ ଉତ୍ତମ ଯୋଜନା ପ୍ରସ୍ତୁତ କରିବେ। ପୂର୍ବରୁ କରିଥିବା ନିବେଶରୁ ଆପଣ ଲାଭବାନ ହେବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବନ୍ଧୁଙ୍କ ସହିତ ମଉଜମସ୍ତି କରି ସମୟ ଅତିବାହିତ କରିବେ। ଆପଣଙ୍କ ଖର୍ଚ୍ଚରେ ବୃଦ୍ଧି ହେବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଆଜି ଆପଣ ଶାରୀରିକ ଓ ମାନସିକ ରୂପରେ ସୁସ୍ଥ ରହିବେ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ଆତ୍ମବିଶ୍ବାସରେ ବୃଦ୍ଧି ହେଵ। ଆପଣଙ୍କୁ ବାହନ ଚଳାଚଳ ସମୟରେ ସାବଧାନତା ଅବଲମ୍ବନ କରିବା ଆବଶ୍ୟକ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଆପଣଙ୍କୁ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ପରିବାରରେ ଚାଲିଥିବା ବିବାଦ ସମାପ୍ତ ହେବ। ଆପଣ ଅଯଥା ଲୋକଙ୍କ କଥାକୁ ଅଣଦେଖା କରନ୍ତୁ। ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ।