କିପରି କଟିବ ଆଜି ଆପଣଙ୍କ ଦିନ: ୦୨/୧୦/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। କାରବାରରେ ବୃଦ୍ଧି ହେବ। ବିଦ୍ୟାର୍ଥୀ ମାନେ କଠପଢ଼ା ପ୍ରତି ରୁଚି ରଖିବେ। ଘରର ଖର୍ଚ୍ଚ ବଢିପାରେ।ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଜମିବାଡ଼ି ଓ ସମ୍ପତ୍ତି ପ୍ରାପ୍ତ ହୋଇପାରେ। ଆଜି ଆପଣ ଅଧିକ ଉତ୍ସାହିତ ରହିବେ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କୁ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ସନ୍ତାନଙ୍କୁ ନେଇ ଆପଣ ଚିନ୍ତିତ ରହିବେ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କ ମନ ଶାନ୍ତ ରହିବ। ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ। ପରିବାରରେ ଧାର୍ମିକ ଅନୁଷ୍ଠାନର ଆୟୋଜନ ହେବ। ଆମଦାନୀରେ ବୃଦ୍ଧି ହେବ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସନ୍ତାନଙ୍କ ପ୍ରତି ରହିଥିବା ଦାୟିତ୍ୱକୁ ଆପଣ ସଠିକ ଢଙ୍ଗରେ ତୁଲାଇବେ। ପରିବାର ଲୋକେ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ଆମଦାନୀରେ ବୃଦ୍ଧି ହେବ। ଆମଦାନୀରେ ବୃଦ୍ଧି ହେବ। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଚାକିରି କ୍ଷେତ୍ରରେ କିଛି ପରିବର୍ତ୍ତନ ସୃଷ୍ଟି ହୋଇପାରେ। ଆପଣଙ୍କ ଆତ୍ମବିଶ୍ବାସ ସୁଦୃଢ ରହିବ। ଆପଣଙ୍କୁ ନିଜ ଖର୍ଚ୍ଚ ପ୍ରତି ଯଥେଷ୍ଟ ନିୟନ୍ତ୍ରଣ ରଖିବା ଆବଶ୍ୟକ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନଲାଭ ହେବାର ସମ୍ଭାବନା ରହିଛି। ଆପଣ କୌଣସି ବିବାଦକୁ ସମାଧାନ କରିବା ପାଇଁ ପ୍ରୟାସ କରିବେ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି।କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ଚାକିରି କ୍ଷେତ୍ରରେ ଆପଣଙ୍କ ଉପରେ କାର୍ଯ୍ୟ ଚାପ ବଢିପାରେ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହେବେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ନୂତନ ଅବସର ପ୍ରାପ୍ତ ହେବ।ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ସନ୍ତୁଷ୍ଟ ହେବେ।ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ଘରର ଆର୍ଥିକ ଅବସ୍ଥା ସୁଦୃଢ କରିବା।