କିପରି କଟିବ ଆଜି ଆପଣଙ୍କ ଦିନ: ୦୫/୧୦/୧୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। କଳା ଓ ସଙ୍ଗୀତ ପ୍ରତି ଆପଣଙ୍କର ରୁଚି ବଢିବ। ଆଜି ଆପଣ ଶାରୀରିକ ଓ ମାନସିକ ରୂପରେ ସୁସ୍ଥ ରହିବେ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆଜି ଆପଣ ଆଧ୍ୟାତ୍ମିକ ଆଡ଼କୁ ଅଗ୍ରସର ହେବେ। ଆଜି କୌଣସି ସମ୍ପତ୍ତି ସମ୍ବନ୍ଧିତ ବିବାଦରେ ପଡ଼ି ପାରନ୍ତି। ସନ୍ତାନଙ୍କ ଶିକ୍ଷା ସମ୍ବନ୍ଧିତ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ଅନ୍ୟ କାହାକୁ ଭରସା କରନ୍ତୁ ନାହିଁ। ଆଜି ଆପଣ କୌଣସି ପାରିବାରିକ ସମସ୍ୟା ସମାଧାନ କରିବାରେ ବ୍ୟସ୍ତ ରହିବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ କିଛି ଶିଖିବା ପାଇଁ ମିଳିବ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ନିଜ ଲକ୍ଷ୍ୟସ୍ଥଳକୁ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରିବା ଆବଶ୍ୟକ। ପରିବାରର ସମସ୍ତ ଦାୟିତ୍ୱକୁ ଆପଣ ସଠିକ ଢଙ୍ଗରେ ସମ୍ପନ୍ନ କରିବେ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କରିଥିବା ଲୋକେ କଠିନ ପରିଶ୍ରମ କରି ଆଶାନୁରୂପ ସଫଳତା ହାସଲ କରିବେ। ଆପଣଙ୍କୁ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ କାର୍ଯ୍ୟକ୍ଷେତ୍ରରେ କୌଣସି ପରାମର୍ଶ ନେବାରୁ ବଞ୍ଚିତ ରୁହନ୍ତୁ। ଆପଣଙ୍କୁ ନିଜ ଦୈନନ୍ଦିନ ଜୀବନରେ କିଛି ପରିବର୍ତ୍ତନ କରିବା ଆବଶ୍ୟକ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କର ମାନସମ୍ମାନ ବୃଦ୍ଧି ହେବ। ଆପଣ ସଚ୍ଚୋଟ ହୋଇ ନିଜ ଦାୟିତ୍ୱ ପୂରଣ କରିବେ। କାର୍ଯ୍ୟକ୍ଷେତ୍ରରେ ଆପଣ କୌଣସି ଡିଲ କରି ପାରନ୍ତି।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟରେ ବିସ୍ତାର କରିବେ। ଚାକିରି ପାଇଁ ଆବେଦନ କରିଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିଯିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରିବାରର କୌଣସି ସଦସ୍ୟଙ୍କ ଭୁଲକୁ ଆପଣ ଅଣଦେଖା କରିବେ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଏବଂ ସନ୍ତାନ ସୁଖ ଭୋଗ କରି ପାରନ୍ତି।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆଜି ଆପଣ ଅନେକ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟରେ ବ୍ୟସ୍ତ ରହିବେ। ବ୍ୟବସାୟ ମାମଲାରେ ପ୍ରସ୍ତୁତ କରିଥିବା ଯୋଜନା ଉପରେ ଆପଣ ଧ୍ୟାନ ଦେବେ।