କିପରି କଟିବ ଆଜି ଆପଣଙ୍କ ଦିନ: ୦୯/୧୦/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ପ୍ରୋଜେକ୍ଟ ସମ୍ପନ୍ନ ହେବ। ଚାକିରି କ୍ଷେତ୍ରରେ ଆପଣଙ୍କର ଅନ୍ୟ ସ୍ଥାନକୁ ସ୍ଥାନାନ୍ତରଣ ହୋଇପାରେ। ଆପଣଙ୍କର ଆର୍ଥିକ ସ୍ଥିତିରେ ସୁଧାର ହେବ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣ କାର୍ଯ୍ୟକ୍ଷେତ୍ରରେ ନୂଆ ପ୍ରୋଜେକ୍ଟକୁ ନେଇ ଉତ୍ସାହିତ ରହିବେ। ଘରର ଆର୍ଥିକ ସ୍ଥିତି ସୁଦୃଢ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବନ୍ଧୁଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କ୍ୟାରିୟରକୁ ନେଇ ଆପଣ ଅଗ୍ରସର ହେବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଆଜି ଆପଣ ଅଧିକ ଉତ୍ସାହିତ ଓ ପ୍ରସନ୍ନ ରହିବେ।

ସିଂହ:ଆଜି ଆପଣଙ୍କୁ କୌଣସି ଶୁଭ ସମାଚାର ମିଳିପାରେ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବେ। ଅଫିସ ଓ ପରିବାର ମଧ୍ୟରେ ଆପଣ ସନ୍ତୁଳନ ବନେଇ ରଖିବେ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କ ଆମଦାନୀରେ ବୃଦ୍ଧି ହେବ। ବିରୋଧୀ ଆପଣଙ୍କର କିଛି ମଧ୍ୟ ବିଗାଡି ପାରିବେ ନାହିଁ। ଆପଣଙ୍କୁ କଠିନ ପରିସ୍ଥିତି ସମୟରେ ଧର୍ଯ୍ୟ ରଖିବା ଆବଶ୍ୟକ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ। ପରିବାର ସହିତ ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ମନସ୍କାମନା ପୂରଣ ହେବ। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ସଫଳତା ହାସଲ କରିବେ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସମ୍ପର୍କୀୟଙ୍କ ସହିତ ମତଭେଦ ହୋଇପାରେ। ଆପଣଙ୍କୁ କୌଣସି ପାର୍ଟିକୁ ଯିବାର ଅବସର ପ୍ରାପ୍ତ ହେବ। ପ୍ରେମ ଜୀବନରେ ମଧୁରତା ଆସିବ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପ୍ରେମୀ ଆପଣଙ୍କ ପାଇଁ କିଛି ଖାସ କରି ପାରନ୍ତି। ଆର୍ଥିକ ମାନ୍ଦାବସ୍ଥା କାରଣରୁ ଆପଣଙ୍କର ରଚନାତ୍ମକ କାର୍ଯ୍ୟରେ ବାଧା ସୃଷ୍ଟି ହେବ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।