କିପରି କଟିବ ଆଜି ଆପଣଙ୍କ ଦିନ: ୧୬/୧୦/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ମନରେ ଅସନ୍ତୋଷ ଭାବନା ସୃଷ୍ଟି ହେବ। ଚାକିରି କ୍ଷେତ୍ରରେ ଆପଣଙ୍କର ଅନ୍ୟ ସ୍ଥାନକୁ ସ୍ଥାନାନ୍ତରଣ ହୋଇପାରେ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣ କାର୍ଯ୍ୟକ୍ଷେତ୍ରରେ ନୂଆ ପ୍ରୋଜେକ୍ଟକୁ ନେଇ ଉତ୍ସାହିତ ରହିବେ। ଘରର ଆର୍ଥିକ ସ୍ଥିତି ସୁଦୃଢ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବନ୍ଧୁଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କ୍ୟାରିୟରକୁ ନେଇ ଆପଣ ଅଗ୍ରସର ହେବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବ୍ୟାପାରରେ ଲାଭ ପ୍ରାପ୍ତ ହେବ।

ସିଂହ:ଆଜି ଆପଣଙ୍କୁ କୌଣସି ଶୁଭ ସମାଚାର ମିଳିପାରେ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବେ। ଚାକିରି କ୍ଷେତ୍ରରେ ଅଧିକ ପରିଶ୍ରମ କରିବେ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କ ଆମଦାନୀରେ ବୃଦ୍ଧି ହେବ। ବିରୋଧୀ ଆପଣଙ୍କର କିଛି ମଧ୍ୟ ବିଗାଡି ପାରିବେ ନାହିଁ। ଆପଣଙ୍କୁ କଠିନ ପରିସ୍ଥିତି ସମୟରେ ଧର୍ଯ୍ୟ ରଖିବା ଆବଶ୍ୟକ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ। ପରିବାର ସହିତ ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ମନସ୍କାମନା ପୂରଣ ହେବ। ଆପଣ ବାହନ କ୍ରୟ କରି ପାରନ୍ତି।କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ସମ୍ପର୍କୀୟଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସମ୍ପର୍କୀୟଙ୍କ ସହିତ ମତଭେଦ ହୋଇପାରେ। ଆପଣଙ୍କର ଅଟକି ରହିଥିବା ଟଙ୍କା ଆପଣଙ୍କୁ ଫେରସ୍ତ ମିଳିବ।ପ୍ରେମ ଜୀବନରେ ମଧୁରତା ଆସିବ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପ୍ରେମୀ ଆପଣଙ୍କ ପାଇଁ କିଛି ଖାସ କରି ପାରନ୍ତି। ଅଚାନକ ଆପଣଙ୍କୁ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ଘରେ ରହିଥିବା ବୃଦ୍ଧ ଲୋକଙ୍କ ସେବା କରନ୍ତୁ ଆଶୀର୍ବାଦ ପ୍ରାପ୍ତ ହେବ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କୌଣସି ନକାରାତ୍ମକ ଶକ୍ତି ଆପଣଙ୍କୁ ସ୍ପର୍ଶ କରି ପାରିବ ନାହିଁ।