କିପରି କଟିବ ଆଜି ଆପଣଙ୍କ ଦିନ: ୨୧/୧୦/୨୦୨୨

ମେଷ:ବ୍ୟାପାର କ୍ଷେତ୍ରରେ ଆପଣ ଲାଭବାନ ହେବେ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ପାଠପଢା କାର୍ଯ୍ୟରେ ଆପଣଙ୍କର ରୁଚି ବଢିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ।

ବୃଷ:ପରିବାରର ସମସ୍ତ ଦାୟିତ୍ବ ଆପଣ ତୁଲାଇବେ। ଆପଣଙ୍କର ଧର୍ମ କର୍ମ ପ୍ରତି ରୁଚି ବଢିବ। ଶତ୍ରୁ ମାନଙ୍କ ଠାରୁ ବିଜୟ ହାସଲ କରି ପାରନ୍ତି। କାରବାରରେ ସୁଧାର ଆସିବ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସାଂସାରିକ ସୁଖ ସାଧନରେ ବୃଦ୍ଧି ହେବ। ଘରେ ନକାରାତ୍ମକ ସ୍ଥିତିରେ ସୁଧାର ଆସିବ। କାର୍ଯ୍ୟକ୍ଷେତ୍ରରେ ଅନ୍ୟମାନଙ୍କର ହସ୍ତକ୍ଷେପ ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସମସ୍ତେ ଆପଣଙ୍କ କଥାକୁ ଧ୍ୟାନ ସହକାରେ ଶୁଣିବେ। ବ୍ୟାପାର କ୍ଷେତ୍ରରେ ବଡ଼ ସଫଳତା ମିଳିବ। ବ୍ୟାପାର କ୍ଷେତ୍ରରେ ଲାଭ ପ୍ରାପ୍ତ କରିବେ। ସ୍ବାସ୍ଥ୍ୟ ସମ୍ବନ୍ଧିତ ସମସ୍ୟା ଖୁବ୍ ଶୀଘ୍ର ଦୂର ହୋଇଯିବ।

ସିଂହ:ଆଜି ଆପଣଙ୍କ ପରାକ୍ରମରେ ବୃଦ୍ଧି ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ସବୁ ଦୂର ହୋଇଯିବ। ଶିକ୍ଷଣୀୟ କାର୍ଯ୍ୟରେ ଆପଣଙ୍କୁ ଲାଭ ପ୍ରାପ୍ତ ହେବ। ଅଯଥା ବିବାଦରେ ସାମିଲ ହୁଅନ୍ତୁ ନାହିଁ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି କରନ୍ତୁ। ପିତାମାତା ସର୍ବଦା ଆପଣଙ୍କ ସପକ୍ଷରେ ରହିବେ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କର ଅଟକି ରହିଥିବା ଟଙ୍କା ଆପଣଙ୍କୁ ଫେରସ୍ତ ମିଳିବ। ପରିବାରର ସୁଖଶାନ୍ତି ବିଦ୍ୟମାନ ହେବ। ପୁରୁଣା ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ।

ବିଛା:ଆଜି ଆପଣଙ୍କର ସମସ୍ତ ଇଛା ପୂରଣ ହେବ। ବିରୋଧୀ ମାନଙ୍କ ଠାରୁ ବିଜୟ ହାସଲ କରିବେ। ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡିବ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ସଫଳତା ହାସଲ କରିବେ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସମ୍ପର୍କୀୟଙ୍କ ସହିତ ମତଭେଦ ହୋଇପାରେ। ଆପଣଙ୍କୁ କୌଣସି ପାର୍ଟିକୁ ଯିବାର ଅବସର ପ୍ରାପ୍ତ ହେବ। ପ୍ରେମ ଜୀବନରେ ମଧୁରତା ଆସିବ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପ୍ରେମୀ ଆପଣଙ୍କ ପାଇଁ କିଛି ଖାସ କରି ପାରନ୍ତି। ଆର୍ଥିକ ମାନ୍ଦାବସ୍ଥା କାରଣରୁ ଆପଣଙ୍କର ରଚନାତ୍ମକ କାର୍ଯ୍ୟରେ ବାଧା ସୃଷ୍ଟି ହେବ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।