କିପରି କଟିବ ଆଜି ଆପଣଙ୍କ ଦିନ:୨୨/୧୦/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ପରିବାରରେ କୌଣସି ସଦସ୍ୟଙ୍କ ବିବାହରେ ବାଧା ସୃଷ୍ଟି ହେଉଥିଲେ, ତାହା ଦୂର ହୋଇଯିବ। ନୂତନ ବାହନ ଆଦି କ୍ରୟ କରି ପାରନ୍ତି।

ବୃଷ:ଆଜିର ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ଅସାମଞ୍ଜସ୍ୟ ପରିସ୍ଥିତିରେ ଆପଣଙ୍କୁ ଧର୍ଯ୍ୟ ରଖି ଚାଲିବାକୁ ପଡ଼ିବ। କିଛି ବିରୋଧୀ ଆପଣଙ୍କର କ୍ଷତି କରିବାକୁ ପ୍ରୟାସ କରିପାରନ୍ତି।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କ୍ୟାରିୟରକୁ ନେଇ ଆପଣ ଚିନ୍ତିତ ରହିବେ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ପ୍ରାପ୍ତ ହେଇ ହେବ।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ନିଜ ଖାଦ୍ୟପେୟ ଉପରେ ବିଶେଷ ରୂପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ପ୍ରେମ ସ୍ବୀକାର ପାଇଁ ଆଜିର ଦିନଟି ଅନୁକୂଳ ରହିଛି।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ବ୍ୟବସାୟରେ ଲାଭବାନ ହେବେ। ବୈବାହିକ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବା ସହିତ ଉତ୍ତମ ବୁଝାମଣା ରହିବ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ରହିଛି।ବ୍ୟବସାୟିକ ମାମଲାରେଶିକ୍ଷା କ୍ଷେତ୍ରରେ ଆପଣ ନିଜର ଯୋଗ୍ୟତା ହାସଲ କରିବେ। ଜୀବନସାଥୀଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଚାକିରି କ୍ଷେତ୍ରରେ ଆପଣଙ୍କୁ ଲାଭ ପ୍ରାପ୍ତ ହେବ। ଆପଣ ଆଧ୍ୟାତ୍ମିକ ଆଡ଼କୁ ଅଗ୍ରସର ହୋଇ ପାରନ୍ତି।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ସୃଷ୍ଟି ହେଉଥିଲେ, ବରିଷ୍ଠ ଅଧିକାରୀଙ୍କ ସହିତ ପରାମର୍ଶ କରନ୍ତୁ। ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକଙ୍କ ସହିତ କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ପ୍ରେମ ସମ୍ବନ୍ଧରେ କିଛି ମତଭେଦ ସୃଷ୍ଟି ହୋଇପାରେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ପଦୋନ୍ନତୀ ପ୍ରାପ୍ତ ହେବ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ଘରେ ରହିଥିବା ବୃଦ୍ଧ ଲୋକଙ୍କ ସ୍ୱାସ୍ଥ୍ୟକୁ ନେଇ ଆପଣ ଚିନ୍ତିତ ରହିବେ। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ବରିଷ୍ଠ ଅଧିକାରୀଙ୍କୁ ସମ୍ମାନ କରନ୍ତୁ। ଘରର ଆର୍ଥିକ ସ୍ଥିତିରେ ସୁଧାର ହେବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ।