ବାହୁଡ଼ାଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦/୭: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା । ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।