ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର, ୨୬/୩: ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ରୁଦ୍ର ପ୍ରତାପ ମହାରଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ରପ୍ରତାପ ମହାରଥୀ ।