ଉପ-ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା, ଜାଣନ୍ତୁ କିଏ କିଏ ଅଛନ୍ତି ସାମିଲ

ଭୁବନେଶ୍ୱର, ୧୬।୧୦: ଉପ-ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି। ୩୦ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି । ପ୍ରଚାରକ ତାଲିକାରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଛନ୍ତି।