ଆସନ୍ତା ୩୦ରେ ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ

ଭୁବନେଶ୍ୱର, ୨୭/୩: ଆସନ୍ତା ୩୦ରେ ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ପିପିଲି ପାଇଁ ଗତକାଲି ରୁଦ୍ର ମହାରଥୀଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା । ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲି ଆସନ ଖାଲି ପଡ଼ିଥିବାରୁ ସେଠାରେ ଉପନିର୍ବାଚନ ହେଉଛି। ସୂଚନାଯୋଗ୍ୟ ଯେ ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ହେବ।