କୋରାପୁଟ ଜିଲ୍ଲାରେ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭/୧୧: କୋରାପୁଟ ଜିଲ୍ଲାରେ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଏହି ସେବାରେ ଲାଭ ପାଇବେ ୧୨ ଲକ୍ଷରୁ ଅଧିକ ହିତାଧିକାରୀ । ଏହାସହ ୮୬୬ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ମଧ୍ୟ କରାଯାଇଛି। ପୂର୍ବତନ ମନ୍ତ୍ରୀ ଓ କୋରାପୁଟ ବିଧାୟକ ହରିଶ୍ଚନ୍ଦ୍ର ବକ୍ସିପାତ୍ରଙ୍କ ପ୍ରତିମୂର୍ତ୍ତି ଅନାବରଣ ମଧ୍ୟ କରିଛନ୍ତି।