ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍, ଜାଣନ୍ତୁ କେଉଁଥି ପାଇଁ କେତେ

ଭୁବନେଶ୍ଵର,୨/୦୭: ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଆସିଛି । ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚଳିତ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ବଜେଟର ପରିମାଣ ୨ ଲକ୍ଷ କୋଟି ହୋଇଥିବା ହୋଇଥିବାବେଳେ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରକୁ ୨୭, ୩୨୪ କୋଟି ଟଙ୍କା ପ୍ରଦାନ ହୋଇଛି ।

-ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରକୁ ୨୭, ୩୨୪ କୋଟ

-ମୋ ସ୍କୁଲ ଅଭିଯାନ – ୬୪୬ କୋଟି

-ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ – ୧୦୦ କୋଟି

-ମୋ କଲେଜ ଅଭିଯାନ – ୧୧ କୋଟି

-‘ସମଗ୍ର ଶିକ୍ଷା’ ପାଇଁ ୩୫୮୧ କୋଟି ବ୍ୟୟ ବରାଦ

-ମଧ୍ୟାହ୍ନ ଭୋଜନ ପାଇଁ ୮୫୧ କୋଟି ଟଙ୍କା