ଯୋଗେଶ ବାହାଦୁର ଖୁରାନିଆ ହେଲେ ଓଡିଶାର ନୁୂଆ ଡିଜିପି

ଭୁବନେଶ୍ୱର,୧୬/୦୮: ଯୋଗେଶ ବାହାଦୁର ଖୁରାନିଆ ହେଲେ ଓଡିଶାର ନୁୂଆ ପୋଲିସ ମହାନିର୍ଦ୍ଦେଶକ ( ଡିଜିପି) । ୧୯୯୦ ବ୍ୟାଚର ଆଇପିଏସ୍ ହେଉଛନ୍ତି…

କୋଲକାତାରେ ମହିଳା ଡାକ୍ତରଙ୍କୁ ହତ୍ୟା ଘଟଣା, ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ ଡାକରା

ନୂଆଦିଲ୍ଲୀ,୧୬/୦୮: କୋଲକାତାର ଆରଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ତୀବ୍ର ପ୍ରତିକ୍ରିୟା…

ସୃଷ୍ଟି ଘୂର୍ଣ୍ଣିବଳୟ ନେଇପାରେ ଲଘୁଚାପର ରୂପ, ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୬/୦୮: ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ…

ଏଣିକି ଶ୍ରୀମନ୍ଦିରରେ ଭିଡ଼ ନିୟନ୍ତ୍ରଣ କରିବ ଏଆଇ !

ଭୁବନେଶ୍ୱର, ୧୫/୦୮: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଭକ୍ତ ଆସନ୍ତି। କିନ୍ତୁ ଭିଡ ଯୋଗୁଁ ଶ୍ରଦ୍ଧାଳୁ ହନ୍ତସନ୍ତ…

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ବଡ ଘୋଷଣା, ଋତୁସ୍ରାବ ପାଇଁ କର୍ମଜୀବୀ ମହିଳାଙ୍କୁ ମିଳିବ ଦିନେ ଛୁଟି

ଭୁବନେଶ୍ୱର,୧୫/୦୮: ଆଜି ସ୍ୱାଧିନତା ଦିବସ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ବଡ ଘୋଷଣା କରିଛନ୍ତି । ଏଣିତି…

ପତାକା ଉତ୍ତୋଳନ ସହ ରାଜ୍ୟବାସୀଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୦୮: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମାଗାନ୍ଧୀ ମାର୍ଗରେ…

ସ୍ୱାଧୀନତା ଦିବସ ପୂର୍ବରୁ ରାଷ୍ଟ୍ରପତି ପୋଲିସ ମେଡାଲ ଘୋଷଣା

ଭୁବନେଶ୍ୱର,୧୪/୦୮: ଆସନ୍ତାକାଲି ୭୮ତମ ସ୍ବାଧୀନତା ଦିବସ ପାଳିବ ଦେଶ । ଏହା ପୂର୍ବରୁ ପୋଲିସ ପଦକ ଘୋଷଣା କରିଛନ୍ତି କେନ୍ଦ୍ର ଗୃହ…

ନୀଳଗିରି ଡେପୁଟି କଲେକଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର,୧୪/୦୮: ନୀଳଗିରି ଡେପୁଟି କଲେକଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍। ସରକାରୀ ଟଙ୍କା ହଡପ ଅଭିଯୋଗରେ ବିଭିନ୍ନ ଠିକଣାରେ ଚଢ଼ାଉ…

୬ ଲେନ୍ ବିଶିଷ୍ଟ ହେବ ପୁରୀ-ଭୁବନେଶ୍ୱର ରୋଡ

ଭୁବନେଶ୍ୱର,୧୩/୦୮: ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଉ ଏହାରିମଧ୍ୟରେ କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରିଙ୍କୁ…

ଆସନ୍ତାକାଲିଠୁ ପୁଣି ବଢିବ ବର୍ଷା, ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୨/୦୮: ଆଜି ପାଗ ଶୁଖିଲା ରହିବାକୁ ଥିବା ବେଳେ ତେବେ କାଲି ପୁଣି ବଢ଼ିବ ବର୍ଷା। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ…