ଆସନ୍ତାକାଲି ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ଗୁଡ଼ିକୁ କେନ୍ଦ୍ରର ପରାମର୍ଶ

ନୂଆଦିଲ୍ଲୀ, ୭/୧୨: ଆସନ୍ତାକାଲି ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ଗୁଡ଼ିକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ ୩ଟି ଦିଗ ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ନିର୍ଦ୍ଦେଶ ଦେଇଛି।

‘ଭାରତ ବନ୍ଦ’ରେ କୋଭିଡ୍ ନିୟମ କଡ଼ାକଡ଼ି ଲାଗୁ ହେବ ଏବଂ
ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବେ ସବୁରାଜ୍ୟ ।ଯେକୌଣସି ସ୍ଥିତିରେ ବି ଶାନ୍ତି ବଜାୟ ରଖିବା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି ।