କଳାହାଣ୍ଡି ଜୟପାଟଣାର କନକପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪/୧: କଳାହାଣ୍ଡି ଜୟପାଟଣାର କନକପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫୪ଟି ପ୍ରକଳ୍ପର ଉଦ୍‌ଘାଟନ ଓ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। କିଛି ସମୟ ପରେ ସାଧାରଣ ସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡାଙ୍କ ସମେତ ୬୫ ନେତା ସେଠାରେ ଉପସ୍ଥିତ ରହିଛନ୍ତି।