କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫/୨: କୋରାପୁଟ କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟିଆବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ ଦେଇ କହିଛନ୍ତି ଯେ କୋଟିଆ ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ କରାଯିବ। ସମସ୍ତ ଅଞ୍ଚଳର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।