ଗଜପତି ସଡ଼କ ଦୁର୍ଘଟଣାରେ ୨ ମୃତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୬/୨: ଗଜପତି ସ୍ଥିତ ଆର ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏହି ଘଟଣାରେ ଦୁୁୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ଦୁଇ ଲଷ ଟଙ୍କା ଲେଖାଏଁ ମୃତକଙ୍କ ପରିବାରକୁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ସେ ଘୋଷଣା କରିଛନ୍ତି । ଅନ୍ୟପଟେ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ଵୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।