ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୧/୧୧: ଗିରିଶ ଚନ୍ଦ୍ର ମୁର୍ମୁ ଆନ୍ତସଂସଦୀୟ ସଂଘର ଏକ୍ସଟରନାଲ ଅଡିଟର ଭାବେ ନିଯୁକ୍ତ ହୋଇଛନ୍ତି। ସେନେଇ ଓଡ଼ିଆ ପୁଅ ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।