ଭବନେଶ୍ବର,୩/୧୧: ଆସନ୍ତାକାଲି ନଭେମ୍ବର ୪ ତାରିଖ(ସୋମବାର ) ଏବଂ ଆଗାମୀ ନଭେମ୍ବର ୧୧ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ଦିନମାନଙ୍କରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଥିବା ନେଇ ଲୋକ ସଂପର୍କ ଅଧିକାରୀ ସୂଚନା ଦେଇଛନ୍ତି।