ଭୁବନେଶ୍ୱର,୨୦/୦୩: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ MGM Mineralsର ଅଧ୍ୟକ୍ଷ ପଙ୍କଜ ଲୋଚନ ମହାନ୍ତି ଭେଟିଛନ୍ତି। ତାଙ୍କ ସହ ନିର୍ଦ୍ଦେଶକ ସିଦ୍ଧାର୍ଥ ମହାନ୍ତି ମଧ୍ୟ ଉପସ୍ଥିତ ରହିଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ Animal Adoption ପାଇଁ ୧ କୋଟି ୧୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ଏହା ପଶୁ ପକ୍ଷୀଙ୍କ ସୁରକ୍ଷା ଓ ପାଳନରେ ସହାୟକ ହେବ ।