ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରିଲେ ମୁଖ୍ୟମନ୍ତ୍ରୀ

ସୂଚନାଯୋଗ୍ୟ ଯେ ମୋ ସରକାର କାର୍ଯ୍ୟକ୍ରମରେ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଫୋନକଲ୍‌ ଜରିଆରେ ସେମାନେ କିଭଳି ବ୍ୟବହାର ପାଇଲେ ବା ତାଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି କି ନାହିଁ, ସେ ସଂପର୍କରେ ଜାଣିବା ପାଇଁ ବ୍ୟବସ୍ଥା ରହିଛି ।