ବଢ଼ିଲା ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ୱର,୩୦/୨୨: ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ଓ TI ମଞ୍ଜୁର କରିଛନ୍ତି । ଜୁଲାଇ ପହିଲା ୨୦୨୩ ରୁ ଏହା ପିଛିଲା ଭାବେ ଲାଗୁ ହେବ ।ପୂର୍ବରୁ ରାଜ୍ୟ ସରକାର ଦଶହରା ଉତ୍ସବରେ ମଧ୍ୟ ସରକାରୀ କର୍ମଚାରୀଙ୍କୁ ଖୁସି କରିଥିଲେ। ଦଶହରା ଉପହାର ଭାବେ ସେତେବେଳେ ୩ ପ୍ରତିଶତ ମହଙ୍ଗା ଭତା ବୃଦ୍ଧି କରିଥିଲେ। ଯାହା ୩୧ ପ୍ରତିଶତରୁ ଏହା ୩୪ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା ।