ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭/୫: ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ବାତ୍ୟା ରେ ପ୍ରଭାବିତ ହୋଇଥିବା ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାର ସ୍ଥିତି ଅନୁଧ୍ୟାନ କରୁଛନ୍ତି ମୁଖ୍ୟମନ୍ତ୍ରୀ। ମୁକାବିଲା ଓ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଯୁଦ୍ଧକାଳୀନ ଭିତରେ ପୁନରୁଦ୍ଧାର କାମକୁ ପ୍ରଶଂସା କରାଯାଇଛି । ପାନୀୟ ଜଳ ଯୋଗାଣ ଓ ବିଦ୍ୟୁତ ଯୋଗାଣକୁ ପ୍ରଶଂସା କରିଛନ୍ତିି । ଗତକାଲି ବାାତ୍ୟା ୟାସ ତାଣ୍ଡବ ରଚିଥିଲା।