ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯/୧୧: ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ଉପସ୍ଥିତ ରହିଥିଲେ। ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲର ସିଏସଆର ପାଣ୍ଠିର  ବିନିଯୋଗ ହେବ। ୭୦ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିନ୍ଦୁସାଗରର ସଫେଇ ହେବ ବୋଲି ସୂଚନା ମିଳିଛି।