ଭୁବନେଶ୍ୱର, ୩୧/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୮୫ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୧,୪୫୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୮,୬୯୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୩୭୪ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 30th October
New Positive Cases: 488
Of which 0-18 years: 77
In quarantine: 285
Local contacts: 203(Details of local contacts will be shared by concerned District)
1. Angul: 1
2. Balasore: 5
3. Bhadrak: 3
4. Cuttack: 54
5. Deogarh: 2
6. Dhenkanal: 5— I & PR Department, Odisha (@IPR_Odisha) October 31, 2021
23. Sundargarh: 13
24. State Pool: 53New recoveries: 490
Cumulative tested: 21994343
Positive: 1041457
Recovered: 1028697
Active cases: 4374— I & PR Department, Odisha (@IPR_Odisha) October 31, 2021