ଭୁବନେଶ୍ୱର, ୧/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮୬ ଓ ସ୍ଥାନୀୟ ଅଞ୍ଚଳରୁ ୧୩୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୧,୭୭୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୯,୧୪୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୨୩୭ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 31st October
New Positive Cases: 316
Of which 0-18 years: 51
In quarantine: 186
Local contacts: 130(Details of local contacts will be shared by concerned District)
1. Balasore: 3
2. Bhadrak: 1
3. Balangir: 10
4. Cuttack: 32
5. Dhenkanal: 4
6. Gajapati: 1— I & PR Department, Odisha (@IPR_Odisha) November 1, 2021
22. Sundargarh: 6
23. State Pool: 35New recoveries: 450
Cumulative tested: 22057994
Positive: 1041773
Recovered: 1029147
Active cases: 4237— I & PR Department, Odisha (@IPR_Odisha) November 1, 2021