ଭୁବନେଶ୍ୱର, ୨/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୩୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨,୧୦୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୨୯,୫୮୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୧୨୨ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 1st November
New Positive Cases: 327
Of which 0-18 years: 44
In quarantine: 191
Local contacts: 136(Details of local contacts will be shared by concerned District)
1. Bhadrak: 8
2. Balangir: 5
3. Boudh: 1
4. Cuttack: 29
5. Dhenkanal: 1
6. Ganjam: 4— I & PR Department, Odisha (@IPR_Odisha) November 2, 2021
18. Sundargarh: 4
19. State Pool: 42New recoveries: 438
Cumulative tested: 22107977
Positive: 1042100
Recovered: 1029585
Active cases: 4122— I & PR Department, Odisha (@IPR_Odisha) November 2, 2021