ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୫/୪:ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ୩୯୩ ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୧୬୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁର ରେ ୭୧, କଟକ ୬୫, ମୟୂରଭଞ୍ଜ ୨୮,ବଲାଙ୍ଗୀର ୨୧, ଖୋର୍ଦ୍ଧାରେ ୨୭, ଅନୁଗୁଳରୁ ୨ ଜଣ, ବରଗଡ଼ରୁ ୩ ଜଣ, ବଲାଙ୍ଗୀରରୁ ୨୧ ଜଣ, ବୌଦ୍ଧରୁ ୬ ଜଣ, ଦେଓଗଡ଼ରୁ ୩ ଜଣ, ଜଗତ୍ସିଂହପୁରରୁ ୪ ଜଣ, ଯାଜପୁରରୁ ୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରପଡ଼ାରୁ ୧ ଜଣ, କୋରାପୁଟରୁ ୩ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୧ ଜଣ, ଜଣ ଓ ସୋନପୁରରୁ ୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।