ଭୁବନେଶ୍ୱର, ୮/୧୨: କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇପିଏସ୍ ଡିଏସ୍ କୁଟ୍ଟେ । ବିଏସଏଫ୍ ଆଇଜି ଭାବେ ଡେପୁଟେସନରେ ଯିବେ । ୨୯ ଫେବ୍ରୁଆରି ୨୦୨୮ ଯାଏଁ ଦାୟିତ୍ୱରେ ରହିବେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ମୁଖ୍ୟ ସଚିବଙ୍କୁ ଚିଠି ଲେଖାଯାଇଛି । ତେବେ ଆଇପିଏସ୍ ଡିଏସ୍ କୁଟ୍ଟେ କେନ୍ଦ୍ରୀୟ ଡେପୁଟେସନରେ ଯିବାକୁ ନେଇ ରାଜନୈତିକ ମହଲରେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସିବାରେ ଲାଗିଛି ।