ଆରପାରିରେ ହିମାଚଳପ୍ରଦେଶର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୮/୭: ହିମାଚଳପ୍ରଦେଶର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ଆଜି ପରଲୋକ ଘଟିଛି। କଂଗ୍ରେସର ଟାଣୁଆ ନେତା ଥିଲା ବୀରଭଦ୍ର ସିଂହ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ହେବ ଅସୁସ୍ଥ ହୋଇ ମେଡିକାଲରେ ସେ ଚିକିତ୍ସିତ ହେଉଥିଲେ ।