ରାଷ୍ଟ୍ରପତିଙ୍କ ବାଇପାସ୍‌ ସର୍ଜରି ସଫଳ

ନୂଆଦିଲ୍ଲୀ, ୩୦/୩: ଦିଲ୍ଲୀ ଏମ୍ସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍‌ ସର୍ଜରି ସଫଳ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏନେଇ ଟୁଇଟ ଜରିଆରେ ସୂଚନା ଦେଇଛନ୍ତି ଓ ଏମ୍ସ ଡାକ୍ତରୀ ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି  । ଅନ୍ୟପଟେ ରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ ପାଇଁ ମଧ୍ୟ ସେ କାମନା କରିଛନ୍ତି।