କରୋନା ଭ୍ୟାକ୍ସିନ ନେଇ କଣ କହିଲେ ସ୍ବାସ୍ଥ୍ୟମନ୍ତ୍ରୀ?

ଭୁବନେଶ୍ୱର, ୨୦/୧୧: କରୋନା ଭ୍ୟାକ୍ସିନ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇ କହିଛନ୍ତି ଯେ କେନ୍ଦ୍ରର ଗାଇଡଲାଇନ୍ ଅନୁଯାୟୀ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ସ୍ବାସ୍ଥ୍ୟକର୍ମୀ, ବୟସ୍କ ଓ ଗର୍ଭବତୀଙ୍କୁ ଅଧିକ ଗୁରୁତ୍ବ ଦିଆଯିବ। କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଆଲୋଚନା କରି ଆଗାମୀ ନିଷ୍ପତ୍ତି ନିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି।