ପ୍ରବଳ ବଜ୍ରପାତ ଓ ବର୍ଷା ନେଇ ୧୨ ଜିଲ୍ଲା ସାବଧାନ!

ଭୁବନେଶ୍ୱର, ୧୧/୫: ରାଜ୍ୟରେ ଏବେ ଅସହାୟ ତାତିକୁ ଗରମ ବଢିଚାଲିଛି। କିନ୍ତୁ ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ପୂର୍ଵନୁମାନ କରିଛି ପାଣିପାଗ ବିଭାଗ। ବଜ୍ରପାତ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ୧୨ ଜିଲ୍ଲା ଗୁଡିକ ହେଉଛି କନ୍ଧମାଳ, ରାୟଗଡ଼ା, ନୟାଗଡ଼, ଢେଙ୍କାନାଳ, କଟକ
ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଯାଜପୁର, ଗଞ୍ଜାମ, ଭଦ୍ରକ ଓ କେନ୍ଦ୍ରାପଡ଼ା ।