ଆଇଏଏସ ଓ ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୯/୮: ଆଜି ଆଇଏଏସ ଓ ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସ ହେଲେ ପଞ୍ଚାୟତିରାଜ ନିର୍ଦ୍ଦେଶକ। ସେହିିପରି ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ ଜିଲ୍ଲାପାଳ ଦାୟିତ୍ୱ, ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଦାୟିତ୍ୱ , ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ବେହେରା ହୋଇଛନ୍ତି ଆୟୁଷ ନିର୍ଦ୍ଦେଶକ।