ଜେ.ପି. ନଡ୍ଡାଙ୍କୁ କରୋନା

ନୂଆଦିଲ୍ଲୀ, ୧୩/୧୨: ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ବିଟ୍‌ କରିଛନ୍ତି । ଏହାସହ ଗତ କିଛି ଦିନରେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।