କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ, ୧୬/୪: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା କବଜାକୁ ନେତାଠୁ ମନ୍ତ୍ରୀ ସମସ୍ତେ ଚାଲି ଆସୁଛନ୍ତି। ଏହାରିମଧ୍ୟରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦିୟୁରପ୍ପା କରୋନା ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ବେଙ୍ଗଲୁରର ମନିପାଲ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି।