ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା 

ଭୁବନେଶ୍ୱର, ୫/୫: ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର। କରୋନା ପାଇଁ ଛାତ୍ରଛାତ୍ରୀଙ୍କ ପାଠ ପଢ଼ା ଉପରେ ବେଶି ପ୍ରଭବ ପଢ଼ିଛି। ସ୍କୁଲ, କଲେଜ ବନ୍ଦ ରଖାଯିବାକୁ ପ୍ରାୟ ସମସ୍ତ ପରୀକ୍ଷା ବାତିଲ କରାଯାଇଛି। ଏହାରିମଧ୍ୟରେ ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଛି। ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।