ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ, ୫/୫:  ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ  ଶପଥ ନେଇଛନ୍ତି ମମତା ବାନାର୍ଜୀ । ଲଗାତାର ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଛନ୍ତି ମମତା। କୋଲକାତା ରାଜଭବନରେ ମମତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଜଗଦୀପ ଧନଖର।