ନୂଆ ମିଡିଆ ଟିମ୍ ଘୋଷଣା କଲା ବିଜେଡି, ଜାଣନ୍ତୁ କାହା ନାଁ ଅଛି ସାମିଲ

ଭୁବନେଶ୍ୱର, ୨୨/୦୭: ନୂଆ ମିଡିଆ ଟିମ୍ ଘୋଷଣା କଲା ବିଜେଡି । ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି । ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲି, ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନ, ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍, ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଯୁବ ନେତା ଅରୁପ ଶ୍ରୀଚନ୍ଦନଙ୍କୁ ଏହି ଟିମରେ ସାମିଲ କରାଯାଇଛି ।