ସେପ୍ଟେମ୍ବର ୧ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର, ୧୬/୮: ସେପ୍ଟେମ୍ବର ୧ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ।ଏହି ଅଧିବେଶନ ସେପ୍ଟେମ୍ବର ୯ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ ରେ ରହିବ ୮ଟି କାର୍ଯ୍ୟଦିବସ । ୮ ଦିନରୁ ୭ ଦିନ ଅଫିସିଆଲ ବିଜନେସ ପାଇଁ ନିଘଣ୍ଟ ହୋଇଥିବା ବେଳେ ଗୋଟିଏ ଦିନ ଅଥାର୍ତ ୩ ସେପ୍ଟେମ୍ବର ପ୍ରାଇଭେଟ ମେମ୍ବର୍ସ ବିଜନେଓ ପାଇଁ ଧାର୍ଯ୍ୟ ହୋଇଛି ।