ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କରୋନା ସଂକ୍ରମିତ

ଭୁବନେଶ୍ୱର, ୭/୧: ରାଜ୍ୟରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ  ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଗତକାଲି ପଜିଟିଭ୍‌ ଚିହ୍ନଟ ପରେ ଘରେ ସେ ପୃଥକବାସରେ ଅଛନ୍ତି । ଏହାପରେ ସେ ଗତ ୩ ଦିନରେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ କରାଇବାକୁ ପରାମର୍ଶ ଦେଇଛନ୍ତି।