ଆଜିଠୁ ମାଆଙ୍କ ନବରାତ୍ରୀ ପୂଜା, ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର,୧୫/୧୦: ଆଜିଠୁ ମାଆଙ୍କ ନବରାତ୍ରୀ ପୂଜା । ତେଣୁ।ଚଳଚଞ୍ଚଳ ସମସ୍ତ ଦେବୀ ପୀଠ । ସମ୍ପୂର୍ଣ୍ଣ ରୀତିନୀତିର ସହ ମାଆଙ୍କର ଷୋଡଶ ଉପଚାରରେ ପୂଜା କରାଯାଉଥିବା ବେଳେ ପ୍ରତିଦିନ ଭିନ୍ନ ଭିନ୍ନ ବେଶରେ ଦର୍ଶନ ଦେଉଛନ୍ତି ମାଆ । ଦେଶର ବିଭିନ୍ନ ଶକ୍ତିପୀଠରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଆଜି ନାରାୟଣୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ।