୭ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର

ବିହାର, ୧୬/୧୧: ବିହାରରେ ପୁଣି ସରକାର ଗଢିଲେ ନୀତିସ।
ଆଜି ୭ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର। ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।