ଭିଜିଲାନ୍ସ ଜାଲରେ ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀ

ଭୁବନେଶ୍ୱର,୨୦/୦୯: ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗର ଚଢ଼ାଉ ହୋଇଛି। ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କୁକୁଡ଼ାପଦା ସ୍ଥିତ କାର୍ଯ୍ୟଳୟ ଓ ସରକାରୀ ବାସଭବନରେ ଚଢଉ। ସୂଚନା ଅନୁସାରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ମୁଖ୍ୟଯନ୍ତ୍ରୀଙ୍କ ବ୍ରହ୍ମପୁର ପୈତୃକ ଘର, ଭୁବନେଶ୍ୱର, ଫୁଲବାଣୀ, କେଉଁଝର ଏବଂ ବାଲେଶ୍ୱର ସମେତ ୧୧ଟି ଜାଗାରେ ଏକା ବେଳେ ଚଢଉ ଜାରି ରଖିଛି ।

Leave a Reply

Your email address will not be published. Required fields are marked *