thepragatinews.com
ଭୁବନେଶ୍ୱର,୨୮/୦୩: OERC ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହା ପୂର୍ବରୁ ସେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇ ସାରିଛନ୍ତି । ସୁରେଶ ମହାପାତ୍ରଙ୍କ ପରେ ଖାଲି ପଡ଼ିଥିଲା ଏହି ପଦବୀ ।
Your email address will not be published. Required fields are marked *
Comment *
Name *
Email *
Website