ଭୁବନେଶ୍ୱର,୭/୧: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of 70 year old male Covid positive patient of Khordha district who was also suffering from Chronic Liver Disease with Pulmonary Hypertension & Chronic Kidney Disease.
— H & FW Dept Odisha (@HFWOdisha) January 7, 2021