ପାକିସ୍ତାନର ୧୬ଟି ୟୁଟ୍ୟୁବ୍ ଚ୍ୟାନେଲ୍ ଉପରେ ପ୍ରତିବନ୍ଧକ ଲଗାଇଲା ଭାରତ

ନୂଆଦିଲ୍ଲୀ,୨୮/୦୪: ପହଲଗାମ୍ ଆକ୍ରମଣ ଘଟଣାରେ ଗୋଟିଏ ପରେ ଗୋଟିଏ ବଡ ଆକ୍ସନ ନେଉଛି ଭାରତ । ସିନ୍ଧୁ ନଦୀ ପାଣି ବନ୍ଦ କରିବା ପରେ ଏବେ ଡିଜିଟାଲ୍ ଷ୍ଟ୍ରାଇକ୍ କରିଛି ଭାରତ । ଭାରତରେ ପାକିସ୍ତାନ୍ ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ୍ କରିଦିଆଯାଇଛି । ପହଲଗାମ୍ ଅତଙ୍କୀ ଅକ୍ରମଣ ପରେ ଏହା ଦ୍ୱିତୀୟ ବଡ କାର୍ଯ୍ୟାନୁଷ୍ଠାନ ବୋଲି କୁହାଯାଉଛି । ପାକିସ୍ତାନର ୧୬ଟି ୟୁଟ୍ୟୁବ୍ ଚ୍ୟାନେଲ୍ ଉପରେ ପ୍ରତିବନ୍ଧକ ଲଗାଇଛି ଭାରତ । ପୁର୍ବରୁ ସୋସିଆଲ ମିଡିଆ ‘ଏକ୍ସ’ ବନ୍ଦ କରିଥିଲା ଭାରତ ।

Leave a Reply

Your email address will not be published. Required fields are marked *