ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ

ଭୁବନେଶ୍ୱର, ୧୪/୪: ଆଜି ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଘଟିଛି। ଅପରାହ୍‌ଣ ୪ଟାରେ ଦେହାନ୍ତ ହୋଇଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସଚନା ଦେଇଛନ୍ତି। ଗତ ୯ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଜିତ।