ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୨୯/୧୨: ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୨୦୨୪ ଜୁନ ୩୦ ଯାଏଁ ବଢିଲା କାର୍ଯ୍ୟକାଳ । ସୂଚନାଯୋଗ୍ୟ ଯେ ଆସନ୍ତା ୩୧ ତାରିଖରେ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିବାର ଥିଲା ।